ବିସିସିଆଇକୁ ବଡ଼ ଝଟକା: ଏହି IPL ଦଳକୁ ୫୩୮ କୋଟି ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ପାଇଁ ଏକ ବଡ଼ ଝଟକା ଭାବେ ବମ୍ବେ ହାଇକୋର୍ଟ ନିଷ୍କ୍ରିୟ ଆଇପିଏଲ ଦଳ କୋଚି ଟସ୍କର୍ସ କେରଳକୁ ୫୩୮ କୋଟି ଟଙ୍କାର ବିପୁଳ ଅର୍ଥ ପରିଶୋଧ କରିବାକୁ ନିର୍ଦ୍ଦେଶ ଦେଇଛି। ବୁଧବାର...