ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍ର ଲମ୍ବା ତାଲିକା ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ ପରିବାର ଲୋକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…