ଗ୍ରୀଡ୍ ଉପରେ ବୋମାମାଡ଼: ତେହରାନ୍ ଅନ୍ଧାରରେ ତେହରାନ୍,୩୦ା୩: ତେହରାନ୍ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍ ଗ୍ରୀଡ୍ ଉପରେ ଇସ୍ରାଏଲ୍ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍ ସମେତ ଅନେକ ସହରରେ ବିଦ୍ୟୁତ୍ ସେବା ବ୍ୟାହତ ହୋଇଛି। ପ୍ରଥମଥର ପାଇଁ ଇସ୍ରାଏଲ ବିଦ୍ୟୁତ୍ ଭିତ୍ତିଭୂମି ଉପରେ ଆକ୍ରମଣ କରିଛି।… ୧୨ ଘଣ୍ଟାରେ ଇରାନ୍ର ୯୦୦ ଠିକଣାରେ ବୋମାମାଡ଼ ତେହରାନ୍ ,୨ା୩: ଆମେରିକା ଏବଂ ଇସ୍ରାଏଲର ମିଳିତ ସେନା ଗତ ୧୨ ଘଣ୍ଟା ମଧ୍ୟରେ ଇରାନ୍ର ପ୍ରମୁଖ ୯୦୦ ଠିକଣାରେ ବୋମାମାଡ଼ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ଇରାନ୍ର ସାମରିକ ପ୍ରତିଷ୍ଠାନ ଏବଂ ଅସ୍ତ୍ର ଭଣ୍ଡାର ରହିଛି। ଏହାମଧ୍ୟରେ ଇରାନର ଏକ ଯୁଦ୍ଧ ଜାହାଜକୁ…
୧୨ ଘଣ୍ଟାରେ ଇରାନ୍ର ୯୦୦ ଠିକଣାରେ ବୋମାମାଡ଼ ତେହରାନ୍ ,୨ା୩: ଆମେରିକା ଏବଂ ଇସ୍ରାଏଲର ମିଳିତ ସେନା ଗତ ୧୨ ଘଣ୍ଟା ମଧ୍ୟରେ ଇରାନ୍ର ପ୍ରମୁଖ ୯୦୦ ଠିକଣାରେ ବୋମାମାଡ଼ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ଇରାନ୍ର ସାମରିକ ପ୍ରତିଷ୍ଠାନ ଏବଂ ଅସ୍ତ୍ର ଭଣ୍ଡାର ରହିଛି। ଏହାମଧ୍ୟରେ ଇରାନର ଏକ ଯୁଦ୍ଧ ଜାହାଜକୁ…