ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ… ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣରେ ଘୁଷୁରୀ ଚରାଇବାକୁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ…