ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ… ନୂଆଦିଲ୍ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ ଜଏଣ୍ଟ କନସଲଟେଟିଭ ମେସିନାରୀ (NC-JCM) ର ଷ୍ଟାଫ ସାଇଡ କେନ୍ଦ୍ର ସରକାରଙ୍କ ନିକଟରେ…