କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା…