ଅଧିକରୁ ଅଧିକ ବହି କିଣି ଜ୍ଞାନ ଆହରଣ କରିବାକୁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ବୁଧବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଆସ ବହିଟିଏ କିଣିବା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁବ ଲେଖକମାନଙ୍କୁ ଉତ୍ସାହିତ କରାଯିବା ସହ ବହି କିଣି ଅଧିକ ଜ୍ଞାନ...