ଗ୍ୟାସ ସିଲିଣ୍ଡର ବୁକ୍ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ… ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଗ୍ରାହକମାନଙ୍କ ପାଇଁ ଘରୋଇ LPG ସିଲିଣ୍ଡର ବୁକିଂ ପାଇଁ ଅନେକ ସରଳ ଉପାୟ…