ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ,…