Tag Archives: boudha

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର ଦ୍ବାର ଉଡ଼ାଇ ନେଇଛି। ଗଛ ପଡ଼ି ଜାତୀୟ ରାଜପଥ ରାସ୍ତା ଅବରୋଧ ହୋଇଥିଲା।…

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସ୍‌ପି ଜାଣିପାରିଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଏହା ଜାଣିବା…

ଆର୍‌ଆଇ, ଅମିନ ପରୀକ୍ଷା ସେଣ୍ଟର ମାଲିକଙ୍କୁ ଉଠାଇ ନେଲା ପୋଲିସ, ଜାଣନ୍ତୁ କାହିଁକି

କଣ୍ଟାମାଳ/ମନମୁଣ୍ଡା,୨।୧୦(ଆଦିତେଶ୍ୱର ମିଶ୍ର /ବେଣୁଧର ପଧାନ): ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆୟୋଜିତ ଆର୍‌ଆଇ, ଅମିନ ପରୀକ୍ଷାରେ ବାରମ୍ବାର ଅନିୟମିତତାର ଅଭିଯୋଗ ଆସୁଛି। ବୁଧବାର ବୌଦ୍ଧ ଜିଲାରୁ ମଧ୍ୟ ଏପରି ଖବର ଆସିଛି। ପ୍ରକୃତ ମାଲିକଙ୍କ ପରିଚୟ ପତ୍ରରେ ନିଜ…

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର କରିଛନ୍ତି।…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ବୌଦ୍ଧ ବ୍ୟତୀତ ଶନିବାର ବାରିପଦାରେ ମଧ୍ୟ ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?