ଦେଶୀ ବନ୍ଧୁକ, ଧନୁତୀର ଧରି ଜୀବନରେ ମାରିଦେବାକୁ ଦେଉଥିଲେ ଧମକ, ଗାଁରେ ପୋଲିସ ପହଞ୍ଚି… ଖଡ଼ିଆଳ,୩୧ା୮(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା କୋମନା ଥାନା ଦେଓଦରା ଗାଁରୁ ଦେଶୀ ବନ୍ଧୁକ ସହ ଦୁଇ ଧନୁତୀର ଜବତ ହୋଇଥିବା ବେଳେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। କୋମନା ପୋଲିସଠାରୁ ମିଳିଥିବା ସୂଚନା ଅନୁସାରେ, ଶନିବାର…