VIDEO: ଯାହାଙ୍କୁ ପ୍ଲେଇଂ XI ରୁ ବାଦ୍ ଦିଆଯାଇଥିଲା, ତାଙ୍କରି ସାମ୍ନାରେ ମୁଣ୍ଡ ନୁଆଁଇଲେ ସୂର୍ଯ୍ୟକୁମାର, ଖୋଲିଲେ କ୍ୟାପ ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ ଦଳ ଗର୍ବର ସହିତ ICC T20 ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଶେଷ ଚାରିଟିରେ ଦଳର ସଫଳତା ଜଣେ ଖେଳାଳିଙ୍କ ପାଇଁ, ଯାହାକୁ ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପ୍ଲେଇଂ ଇଲେଭେନରୁ ବାଦ ଦେଇଥିଲେ। ୱେଷ୍ଟଇଣ୍ଡିଜ…