କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।...