ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ (PCB)କୁ କିଛି ଗୁପ୍ତ ସୁବିଧା ବା ‘କନସେସନ’ ଦେବାକୁ ପ୍ରତିଶ୍ରୁତି ଦେବା ପରେ…