ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୂତ୍ରରୁ ଜଣାପଡ଼ିଛି। ଏଥିଯୋଗୁ ବିଶ୍ୱକପ୍ କିମ୍ବା…