ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ ନ୍ୟୁଜିଲାଣ୍ଡର ମାଇକେଲ ବ୍ରେସୱେଲ୍ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଅନ୍ୟପଟେ, ନାମିବିଆ ଏବଂ…