ବ୍ରାହ୍ମଣୀଗାଁରେ ବିଏସ୍ଏନ୍ଏଲ୍ ନେଟ୍ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି… ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍ଏନ୍ଏଲ ନେଟ୍ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ ମଧ୍ୟ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ନେଇ ଗ୍ରାମବାସୀ ତାତିଛନ୍ତି। ଏନେଇ ବ୍ରାହ୍ମଣୀଗାଁ…