ଫ୍ଲାଟ୍ ବାଲକୋନିରେ ଫସି ରହିଥିଲେ ଦୁଇ ସାଙ୍ଗ, ମୁକୁଳିବା ପାଇଁ ବ୍ଲିଙ୍କିଟ୍ରେ ଅର୍ଡର କଲେ ଜିନିଷ, ଆଉ ତା’ ପରେ… ସାଧାରଣତଃ କୌଣସି ବ୍ୟକ୍ତି ଅସୁବିଧାରେ ପଡ଼ିଲେ ପୋଲିସ କିମ୍ବା ଅଗ୍ନିଶମ ବାହିନୀକୁ ପ୍ରଥମେ କଲ୍ କରିଥାନ୍ତି। ମାତ୍ର କେବେ ଶୁଣିଛନ୍ତି ଅସୁବିଧାରେ ପଡ଼ି କେହି କେବେ ଅନ୍ଲାଇନ୍ରେ କିଛି ଜିନିଷ ଅର୍ଡର କରିବାର। କିନ୍ତୁ ଏପରି ଏକ ଘଟଣା ଘଟିଛି ପୁଣେରେ।…