ଲୁଲାଙ୍କ ବଡ଼ ବିଜୟ: ରାଷ୍ଟ୍ରପତି ନିର୍ବାଚନ ଜିତି ଚତୁର୍ଥ ଥର କ୍ଷମତାକୁ ଫେରିଲେ!
ବ୍ରାସିଲିଆ, ୨୬।୧୦: ବ୍ରାଜିଲରେ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା କଡ଼ା ମୁକାବିଲାରେ କନଜରଭେଟିଭ ପ୍ରାର୍ଥୀ ଫ୍ଲାଭିଓ ବୋଲସୋନାରୋଙ୍କୁ ପରାସ୍ତ କରି ପୁଣିଥରେ କ୍ଷମତା ହାସଲ କରିଛନ୍ତି। ୮୦ ବର୍ଷୀୟ ଲୁଲାଙ୍କୁ ୫୧.୭୫ ପ୍ରତିଶତ ଭୋଟ ମିଳିଥିବା ବେଳେ ପୂର୍ବତନ…

