ଗୋମାଂସ ବିକ୍ରିକୁ ନେଇ ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ, BNS ୧୬୩ ଜାରି
ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ୍ ଥାନା ରିଜେଣ୍ଟ ମାର୍କେଟରେ ଗୋଷ୍ଠୀ ସଂଘର୍ଷ । ଗୋମାଂସ ବିକ୍ରିକୁ ନେଇ ଏହି ଉତ୍ତେଜନା ହୋଇଥିବା ସୂଚନା ରହିଛି । ତେବେ ଗୋଷ୍ଠୀ ସଂଘର୍ଷ ପରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ପାରିପାର୍ଶ୍ବିକ ସ୍ଥିତିକୁ ଦେଖି…
ଆଉ ୧୦ ମିନିଟ୍ରେ ହେବନାହିଁ ଡେଲିଭରି: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୩।୧: କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଦୃଢ଼ ପଦକ୍ଷେପ ପରେ, କ୍ୱିକ କମର୍ସ କମ୍ପାନୀ ବ୍ଲିଙ୍କିଟ ଏହାର ସମସ୍ତ ବ୍ରାଣ୍ଡ ପ୍ଲାଟଫର୍ମରୁ ‘୧୦-ମିନିଟ ଡେଲିଭରି’ ଦାବିକୁ ସମ୍ପୂର୍ଣ୍ଣ ଭାବରେ ହଟାଇ ଦେଇଛି। ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ଏବଂ…
‘ରାସ୍ତାରେ ବୁଲା କୁକୁରଙ୍କୁ ଖାଦ୍ୟ ଦେଲେ ରହିବେ ଦାୟୀ’: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩।୧: ବୁଲା କୁକୁର ସମ୍ପର୍କିତ ଏକ ମାମଲାର ଶୁଣାଣି କରି ମଙ୍ଗଳବାର ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି ଯେ କୁକୁର କାମୁଡ଼ା ଏବଂ ମୃତ୍ୟୁର ପ୍ରତ୍ୟେକ ମାମଲା ପାଇଁ ଭାରୀ କ୍ଷତିପୂରଣ ଲାଗୁ କରାଯାଇପାରେ। କୋର୍ଟ ଏହା…
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ
ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ…
ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ
ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ ।…
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…
ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍, ୧୦ ମୃତ
ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ ବସ୍ ଚିତ୍ତୁର-ମାର୍ଦୁମଲ୍ଲୀ ଘାଟ ରାସ୍ତାରେ ନିୟନ୍ତ୍ରଣ ହରାଇ ଏକ ଗଭୀର ଘାଟିକୁ ଖସିପଡ଼ିଛି। ଘଟଣାସ୍ଥଳେ…
ବିମାନବନ୍ଦରରେ ମୋଦି-ପୁଟିନ କେବଳ ହାତ ମିଳାଇଲେ ନାହିଁ, ଯାହା ଘଟିଲା ସାରା ବିଶ୍ୱ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO
ନୂଆଦିଲ୍ଲୀ,୪।୧୨: ଆମେରିକା ଏବଂ ଚାଇନା ସମେତ ସମଗ୍ର ବିଶ୍ୱ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଉପରେ ନଜର ରଖିଛି। ପୁଟିନ ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିବାମାତ୍ରେ ସେ କେବଳ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହାତ ମିଳାଇ ନ…
‘ମୋ କଥା ନ ଶୁଣି…’, ଫାଶୀ ଦଣ୍ଡ ଉପରେ ଶେଖ ହାସିନାଙ୍କ ପ୍ରଥମ ପ୍ରତିକ୍ରିୟା, କହୁ କହୁ କହିଦେଲେ…
ଢାକା,୧୭।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଆନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ (ICT) ଦୋଷୀ ସାବ୍ୟସ୍ତ କରି ମୃତ୍ୟୁଦଣ୍ଡ ଦେଇଛି। ଶେଖ ହାସିନା ଏହି ନିଷ୍ପତ୍ତିକୁ ଏକପାଖିଆ ଏବଂ ରାଜନୈତିକ ପ୍ରେରଣାଦାୟକ ବୋଲି ବର୍ଣ୍ଣନା କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ କହିଛନ୍ତି, ମୋ…
ଲାଲକିଲ୍ଲା ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା! ଏହି ଗାଡିରେ…
ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନର ଗେଟ୍ ନମ୍ବର ୧ ନିକଟରେ ସୋମବାର ହୋଇଥିବା ବିସ୍ଫୋରଣ ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି ଯେ ବିସ୍ଫୋରଣ ଏକ ଇକୋ ଭ୍ୟାନରୁ ହୋଇଥିଲା। ତଥାପି, ପାଖରେ ଠିଆ ହୋଇଥିବା…
ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ଟିକେଟ୍
ନୂଆଦିଲ୍ଲୀ,୧୪।୧୦: ଭାରତୀୟ ଜନତା ପାର୍ଟି ମଙ୍ଗଳବାର ବିହାର ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କରିଛି। ତାଲିକା ଅନୁଯାୟୀ ନନ୍ଦ କିଶୋର ଯାଦବଙ୍କ ଟିକେଟ ଦିଆଯାଇନାହିଁ। ଏହି ତାଲିକାରେ ମୋଟ ୭୧ ଜଣ ପ୍ରାର୍ଥୀ ନାମିତ ହୋଇଛନ୍ତି। ଏନଡିଏ ଆସନ ବଣ୍ଟନ…
ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଟ୍ରମ୍ପ ନୁହେଁ, ଏହି ବ୍ୟକ୍ତି ହେଲେ ବିଜେତା
ନୂଆଦିଲ୍ଲୀ,୧୦।୧୦: ନୋବେଲ ଶାନ୍ତି ପୁରସ୍କାର ୨୦୨୫ ଘୋଷଣା କରାଯାଇଛି। ଏହି ବର୍ଷର ବିଜେତା ହେଉଛନ୍ତି ଭେନେଜୁଏଲାର ମାରିଆ କୋରିନା ମାଚାଡୋ। ଶାନ୍ତି ପ୍ରତିଷ୍ଠା ଏବଂ ବିଶ୍ୱ ବିବାଦ ହ୍ରାସ କରିବାରେ ତାଙ୍କର ଅବଦାନ ପାଇଁ ସମ୍ମାନିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…
Archives


