Breaking News

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଥରିଲା କୋଠା, ଦେଖନ୍ତୁ ଭିଡିଓ

କାଠମାଣ୍ଡୁ,୨୮।୨: ନେପାଳରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ସମଗ୍ର ହିମାଳୟ ଅଞ୍ଚଳରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି।…

9 months ago

Jammu-Kashmir Attack: ସେନା ଗାଡ଼ି ଉପରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୬।୨: ଜମ୍ମୁ କଶ୍ମୀରର ରାଜୌରୀରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଠାରେ ସେନା ଗାଡ଼ି ଉପରେ ଅନେକ ରାଉଣ୍ଡ ଗୁଳିଚାଳନା କରାଯାଇଛି। ଏହା ପରେ ସୁରକ୍ଷା…

9 months ago

ସକାଳୁ ସକାଳୁ ଭୟଙ୍କର ଭୂମିକମ୍ପ: ଭୟରେ ଦୌଡିଲେ ଲୋକେ

ଦୁବାଇ,୨୫।୨: ସକାଳୁ ସକାଳୁ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ଉତ୍ତର ସୁଲାୱେସି ପ୍ରଦେଶର ଉପକୂଳରେ ୬.୧ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଅନୁଭବ କରିବା ମାତ୍ରେ…

9 months ago

କିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ତେଜ ପ୍ରତାପ କଲେ ବଡ଼ ଭବିଷ୍ୟବାଣୀ

ପାଟନା,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ, ଏବେ ବିହାରରେ ପରବର୍ତ୍ତୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ଘୋଷଣା ପାଇଁ ଆହୁରି ବହୁତ ସମୟ ଅଛି…

10 months ago

NDA ବୈଠକରେ ମୋଦିଙ୍କ ବଡ଼ ଘୋଷଣା: ଆଗାମୀ ୨ ବର୍ଷ ଭିତରେ ଯେଉଁଠି ନିର୍ବାଚନ ହେବ ସେଠି ଜିତିବୁ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀରେ ଗୁରୁବାର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା ଏବଂ…

10 months ago

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍‌ କଲା ଆପ୍‌

ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ। ପୂର୍ବରୁ…

10 months ago

ଜ୍ଞାନେଶ କୁମାର ହେବେ ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭/୨: ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନିଯୁକ୍ତ କରାଯାଇଛି । ସେ ବିଦାୟୀ ରାଜୀବ କୁମାରଙ୍କ ସ୍ଥାନ ନେବେ।…

10 months ago

ତୁମ ଉପରେ ଯମୁନା ମୈୟାଙ୍କ ଅଭିଶାପ ପଡିଲା… ଇସ୍ତଫା ଦେବାବେଳେ ଆତିଶୀଙ୍କୁ ଏଭଳି କଥା କହିଦେଲେ ଲେଫ୍ଟନାଣ୍ଟ ଗଭର୍ନର

ନୂଆଦିଲ୍ଲୀ,୧୦।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ରାଜଭବନ ଯାଇ ଲେଫ୍ଟନାଣ୍ଟ ଗଭର୍ନରଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଯମୁନାର ପ୍ରଦୂଷଣକୁ ନେଇ ଏଲଜି ଭିକେ ସକ୍ସେନା ତାଙ୍କ ଉପରେ କଟାକ୍ଷ…

10 months ago

ଦିଲ୍ଲୀରେ ଭାଜପା ସରକାର ଗଢିଲେ କି, ହେବେ ମୁଖ୍ୟମନ୍ତ୍ରୀ: ରେସ୍‌ରେ ଏହି ୫ ନାଁ

ନୂଆଦିଲ୍ଲୀ,୭।୨: ଦିଲ୍ଲୀରେ ଭୋଟ ପରେ ଆସିଥିବା ଏକଜିଟ ପୋଲରେ ଭାଜପା ସରକାର ଗଠନ କରୁଥିବା ଦେଖାଯାଉଛି। ଯଦି ଏକଜିଟ ପୋଲର ଫଳାଫଳ ନିର୍ବାଚନ ଫଳାଫଳ ସହିତ ମେଳ…

10 months ago

ରାଷ୍ଟ୍ରପତିଙ୍କୁ ‘Poor Lady’ କହି କଟାକ୍ଷ କଲେ ସୋନିଆ: କହିଲେ, ଭାଷଣ ପଢ଼ି ପଢ଼ି ଥକ୍କି ଗଲେ

ନୂଆଦିଲ୍ଲୀ,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ…

10 months ago

ଭାରତକୁ ଧମକ ଦେଲେ ଡୋନାଲ୍ଡ ଟ୍ରମ୍ପ: ଯଦି ଏମିତି କରିବ ତେବେ…

ଓ୍ବାଶିଂଟନ୍‌,୩୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ଚାଇନା ସମେତ ବ୍ରିକ୍ସ ଦେଶଗୁଡ଼ିକୁ ଧମକ ଦେଇଛନ୍ତି। ଟ୍ରମ୍ପ ଧମକପୂର୍ଣ୍ଣ ସ୍ବରରେ କହିଛନ୍ତି ଯେ ବ୍ରିକ୍ସ ଦେଶଗୁଡ଼ିକ…

10 months ago

ଶଙ୍କରାଚାର୍ଯ୍ୟଙ୍କ ସହ ମୋଦିଙ୍କୁ ତୁଳନା କଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୯।୧: ରାମ ମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଜାନୁଆରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ଝାଡଖଣ୍ଡର…

2 years ago