Tag Archives: Breaking News

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି। ଭାରତ ଏବଂ କାନାଡା ସମାନ ଗଣତାନ୍ତ୍ରିକ ମୂଲ୍ୟବୋଧ, ଆଇନର ଶାସନ ପ୍ରତି ଦୃଢ଼...

ସୁଧୁରୁନି ପାକିସ୍ତାନ: ପୁଣି ଅସ୍ତ୍ରବିରତି କଲା ଉଲ୍ଲଂଘନ, ଭାରତ ମୁହଁତୋଡ ଜବାବ

ଶ୍ରୀନଗର,୨୮।୪: ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିଯାଇଛି। କିନ୍ତୁ ଏହି ପରିସ୍ଥିତିରେ ମଧ୍ୟ ପାକିସ୍ତାନ ସୁଧୁରିବାର ନାଁ ଧରୁନି। ସେ ଲଗାତାର ଚତୁର୍ଥ ଦିନ ପାଇଁ ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ପୁଞ୍ଚ ଏବଂ କୁପାୱାଡ଼ାରେ...

ଭାରତର ପ୍ରତିଶୋଧ ଭୟରେ ପାକିସ୍ତାନ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିର୍ଦ୍ଦୋଷ ଭାରତୀୟଙ୍କ ଜୀବନ ଯିବା ପରେ ଭାରତ ପାକିସ୍ତାନକୁ ଉଚିତ୍‌ ଶିକ୍ଷା ଦେବା ପାଇଁ ଅନେକ ବଡ଼ ନିଷ୍ପତ୍ତି ଘୋଷଣା କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ...

କେଉଁଠି ଅଛ ଶୀଘ୍ର ଆସ, ନ ହେଲେ ବିଳମ୍ବ ହୋଇଯିବ: ଓଓ୍ବାଇସିଙ୍କୁ ଫୋନ୍‌ କରି କାହିଁକି ଡାକିଲେ ଅମିତ ଶାହା

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ, କେନ୍ଦ୍ର ସରକାର ଗୁରୁବାର ସମସ୍ତ ରାଜନୈତିକ ଦଳର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସରକାର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ବିଷୟରେ ସମସ୍ତ ପକ୍ଷଙ୍କୁ ଅବଗତ କରାଇବେ ଏବଂ ସେମାନଙ୍କର ମତାମତ...

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ...

ପ୍ରତିଶୋଧ ନେବ ଭାରତ: ଭୟରେ ଥରହର ପାକିସ୍ତାନ ବାୟୁସେନାକୁ କଲା ସତର୍କ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ତାର ବାୟୁସେନାକୁ ହାଇ ଆଲର୍ଟରେ ରଖିଛି। ପାକିସ୍ତାନୀ ବାୟୁସେନାର ଗୋଇନ୍ଦା ବିମାନ ଭାରତୀୟ ସୀମା ସଂଲଗ୍ନ ଅଞ୍ଚଳର ଆକାଶମାର୍ଗ ଉପରେ ନିରନ୍ତର ନଜର ରଖିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ...

Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ ନାହିଁ। ଆମେ ସମସ୍ତ ପ୍ରକାରର ଆତଙ୍କବାଦକୁ ପ୍ରତ୍ୟାଖ୍ୟାନ କରୁ ବୋଲି ପାକିସ୍ତାନୀ ପ୍ରତିରକ୍ଷା...

ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଲା: ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ ଶୁଟ ପିନ୍ଧିଥିବା ଦେଖାଯାଉଛି। ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଫଟୋ ସହିତ ଜଡିତ ସମସ୍ତ...

ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍‌ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ସଂସଦ ସର୍ବୋଚ୍ଚ ଏବଂ ସମ୍ବିଧାନ କିପରି ହେବ ତାହା ନିଷ୍ପତ୍ତି ନେବାର...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର ସଦସ୍ୟଙ୍କ ସହ କଥା ହେବାକୁ ଚାହୁଁଛନ୍ତି ଏବଂ ଏଥିପାଇଁ ସେ NIA ସ୍ବତନ୍ତ୍ର...

US-China Tariff War: ଟାରିଫ୍‌ ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଝଟ୍‌କା ଦେଲା ଚାଇନା

ବେଜିଂ,୧୫।୪: ଏବେ ଆମେରିକା ଏବଂ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟାରିଫ୍‌ ଓ୍ବାର୍‌ କବଳରେ ବିମାନ ଚଳାଚଳ କ୍ଷେତ୍ର ମଧ୍ୟ ପଡ଼ିଯାଇଛି। ଆମେରିକୀୟ କମ୍ପାନୀ ବୋଇଂଠାରୁ ଜେଟ ଡେଲିଭରି ନ ନେବାକୁ ଚାଇନା ତାର ବିମାନ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri