ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ ଅନ୍ୟ କେତେକ ସ୍ଥଳରେ ସ୍ତନ୍ୟପାନ ପାଇଁ ଅନିଚ୍ଛାଜନିତ କାରଣକୁ ନେଇ ସ୍ତନ୍ୟପାନ ହାର…