W, W, W, W, W… ଲଗାତାର ୫ ଉଇକେଟ୍ ନେବା ପରେ ଖୋଲିଲା ଭାଗ୍ୟ, ଭାରତ ବିପକ୍ଷ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ମିଳିଲା ସ୍ଥାନ
ନୂଆଦିଲ୍ଲୀ, ୧୨।୧୧: ଗୁରୁବାର (୧୨ ନଭେମ୍ବର) ଭାରତ ବିପକ୍ଷ ଦିନିକିଆ ସିରିଜର ଶେଷ ଦୁଇଟି ମ୍ୟାଚ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରିଛି। ଉଭୟ ମ୍ୟାଚ ପାଇଁ ଅଲଗା ଅଲଗା ଦଳ ଚୟନ କରାଯାଇଛି। ଏହି ଦଳରେ ୩୧ ବର୍ଷୀୟ ଅନକ୍ୟ୍ୟାପଡ…

