ଲାଞ୍ଚ ନେବାବେଳେ ଧରାପଡ଼ିଲେ କନିଷ୍ଠ କିରାଣି, ପେନ୍ସନ କରାଇ ଦେବାକୁ ମାଗିଥିଲେ…
କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କନିଷ୍ଠ କିରାଣି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମ ରୂପ ଚାନ୍ଦ ନାୟକ। ଗତ ୩୧ ଜୁଲାଇ…
ଲାଞ୍ଚ ନେଇ ଧରାପଡ଼ିଲେ ପୁରୁଷ ସ୍ବାସ୍ଥ୍ୟକର୍ମୀ, ଜନ୍ମ ପ୍ରମାଣପତ୍ର ଦେବାକୁ ଦାବି କରୁଥିଲେ ଏତିକି ଟଙ୍କା…
ମୁନିଗୁଡ଼ା,୧୩ା୮(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ଦ୍ବାରା ଗିରଫ ହୋଇଛନ୍ତି। କନ୍ଧମାଳ ଜିଲା ଦୁର୍ଗାପଙ୍ଗାର ଜଣଙ୍କଠାରୁ ଜନ୍ମ ପ୍ରମାଣପତ୍ର ସଂଶୋଧନ ପାଇଁ ୩୦୦୦ଟଙ୍କା ନେବା ବେଳେ ଭିଜିଲାନ୍ସ ଦ୍ୱାରା…
ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍ଆଇ
ବ୍ରହ୍ମପୁର,୪ା୬(ସୁବାସ ଚନ୍ଦ୍ର ପାଢ଼ୀ): ବିଭିନ୍ନ କାରଣକୁ ନେଇ ପୋଲିସ ପୋଷାକ ଖାକିରେ ଦାଗ ଲାଗୁଛି। ପୋଲିସ ଜନସାଧାରଣଙ୍କୁ ସେବା ଯୋଗାଇବା ବଦଳରେ ତାଙ୍କ ଠାରୁ ଲାଞ୍ଚ ଗ୍ରହଣ କରୁଛନ୍ତି। ବୁଧବାର ଏମିତି ଏକ ଘଟଣାରେ ଜଣେ ମହିଳା ଥାନାର ମହିଳା ଏଏସଆଇ…
ଫୋନ୍ ପେ’ରେ ଲାଞ୍ଚ ନେଇ ଧରାପଡ଼ିଲେ କ୍ଷୁଦ୍ର ଜଳସେଚନ ବିଭାଗର ୨ କର୍ମଚାରୀ, ବିଲ୍ କରାଇବାକୁ କହି…
ପାରଳାଖେମୁଣ୍ଡି,୨୯ା୫(ଗିରିଧାରୀ ପରିଚ୍ଛା): କ୍ଷୁଦ୍ର ଜଳସେଚନ ବିଭାଗ ୨ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨ ଜଣ ହେଲେ କ୍ୟାସିଅର ନରେଶ ପଟ୍ଟନାୟକ, ଆକାଉଣ୍ଟାଣ୍ଟ ସୁରଜ ପ୍ରସାଦ ଜୟସ୍ବାଲ। ଜଣେ ଠିକାଦାରଙ୍କ ୪ଟି କାମର ବିଲ୍ କରାଇ ଦେବା ପାଇଁ ୩୦ ହଜାର…
ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI
ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ…
ଲାଞ୍ଚ ନେଉଥିଲେ ମହିଳା କିରାଣି, ଧରିଲା ଭିଜିଲାନ୍ସ
ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ଲାଞ୍ଚ ନେବା ବେଳେ ମହିଳା କନିଷ୍ଠ କିରାଣିଙ୍କୁ ଧରିଛି ଭିଜିଲାନ୍ସ। ଦେବଗଡ଼ ମହାବିଦ୍ୟାଳୟ କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନ ଗିରଫ। ସାର୍ଟିଫିକେଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବଗଡ଼ ଭିଜିଲାନ୍ସ ଚଢ଼ାଉ…
ନାକ୍ ମାନ୍ୟତା ପାଇଁ ଲାଞ୍ଚ: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ସମେତ ୧୦ ଗିରଫ
ସମ୍ବଲପୁର(ପ୍ରମୋଦ ବହିଦାର)/ ନୂଆଦିଲ୍ଲୀ(ଏଜେନ୍ସି),୩ା୨: ଦେଶର ଅନେକ ଉଚ୍ଚ ଶିକ୍ଷାନୁଷ୍ଠାନ ର଼୍ୟାଙ୍କିଙ୍ଗ୍ ପାଇଁ ଆବଶ୍ୟକ ମାପଦଣ୍ଡ ପୂରଣରେ ବିଫଳତା ସତ୍ତ୍ୱେ ସେଗୁଡ଼ିକୁ କେନ୍ଦ୍ରୀୟ ସ୍ବୀକୃତି ପ୍ରଦାନ ସକାଶେ କିପରି ଜାଲିଆତି ଓ ଲାଞ୍ଚ କାରବାର ଚାଲିଛି, ସିବିଆଇ ପକ୍ଷରୁ ଦେଶର ୨୦ଟି ସ୍ଥାନରେ…
କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ
ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି ଜମିକୁ ଘରୋଇ ଜମିରେ ପରିଣତ କରିବା ପାଇଁ ତାଙ୍କ ପକ୍ଷରେ କ୍ଷେତ୍ର…
ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ
କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ ସେ…
ଜିଲାପାଳଙ୍କୁ ଲାଞ୍ଚ ଦେଇ ବନ୍ଧା ହେଲେ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟ ଅଧିକାରୀ
ବରଗଡ଼,୧୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ବୁଧବାର ୨ ଲକ୍ଷ ଟଙ୍କା ଲାଞ୍ଚ ଦେବାକୁ ଉଦ୍ୟମ କରିବା ଏକ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟର ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଜିଲାପାଳ ଗୋୟଲଙ୍କଠାରୁ ସୂଚନା ପାଇଁ ଭିଜିଲାନ୍ସ ସମ୍ପୃକ୍ତ ସିମେଣ୍ଟ ଉତ୍ପାଦନ ପ୍ଳାଣ୍ଟର…
ଜେଲ୍ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍
ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା ଥୁଆମୂଳ…
ଲାଞ୍ଚ ନେଇ ଧରାପଡ଼ିଲେ ଏଏସ୍ଆଇ, ମାମଲାରୁ ନାଁ କାଟିବା ପାଇଁ ନେଉଥିଲେ ଏତିକି ଟଙ୍କା…
ବାରିପଦା,୩୧ା୮: ବାରିପଦା ଟାଉନ ଥାନା ଏଏସ୍ଆଇ ରାମଚନ୍ଦ୍ର ସୋରେନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାରିପଦା ଭିଜିଲାନ୍ସ ବିଭାଗ ତାଙ୍କୁ ଟଙ୍କା ସହ ଧରିଥିଲା। ବାରିପଦା ଭିଜିଲାନ୍ସ ଆଡିଶନାଲ ଏସ୍ପି ହରେକୃଷ୍ଣ ମାଝିଙ୍କ ନେତୃତ୍ୱରେ…
Archives


