ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, ଠିକାଦାରଙ୍କୁ ମାଗିଥିଲେ ୧ ଲକ୍ଷ ଲାଞ୍ଚ
ବଲାଙ୍ଗୀର,୨୪ା୭(ସୁନୀଲ କୁମାର ମହାନ୍ତି): ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର ସୁଜିତ କୁମାର ପାଢ଼ୀ। ଠିକାଦାରଙ୍କ ବିଲ୍ କରିଦେବାକୁ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର ପାଢ଼ୀ ଠିକାଦାରଙ୍କଠାରୁ...
ଟଙ୍କା ବ୍ୟାଗ୍ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍
ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଜଣାପଡ଼ିଛି। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍ ତାଙ୍କ...
ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ଭବାନୀପାଟଣା,୨୭ା୫(ଉତ୍ତମ କୁମାର ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ.ରାମପୁର କାଣୀଗୁମ୍ମା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସନ୍ନ୍ୟାସୀ ନାୟକ। ସୋମବାର ସକାଳେ ଅଭିଯୋଗକାରୀଙ୍କଠାରୁ ମନରେଗା ଯୋଜନାରେ ଶ୍ରମିକ ପାଉଣା ପ୍ରଦାନ କରିବା ଓ ମଷ୍ଟରରୋଲ୍...
ଭିଜିଲାନ୍ସ ଜାଲରେ କିରାଣି
ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର...
ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ
ନୟାଗଡ଼,୧୬ା୩(ଲୋକନାଥ ମିଶ୍ର): ବୋର୍ଓ୍ବେଲ୍ ଖୋଳିବା ପାଇଁ ୯ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୈତାଇ ଓ ଠିକାଦାର ଶ୍ରୀକାନ୍ତ ପତିଙ୍କୁ ଗିରଫ...
Archives


