ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ ନିଆଁ ଲଗାଇ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛନ୍ତି। ମାତ୍ର ଏଥିପ୍ରତି ତହସିଲ ପ୍ରଶାସନର ନିଘା…