ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…