Tag Archives: bridge

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ ବ୍ରିଜ ଓ ରେଳପଥ ବ୍ରିଜ ନଂ ୪୮୭ ତଳେ ଏକ କଲଭର୍ଟ ନିର୍ମାଣ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ ଅଦା ବୋଝେଇ ଟ୍ରକ୍‌ ଖସିପଡ଼ିଛି। ଉକ୍ତ ଟ୍ରକ୍‌ଟି ଆସାମରୁ ବିଶାଖାପାଟଣା ଯାଉଥିବାବେଳେ ବ୍ରିଜ୍‌…

ବାଇକ୍‌ ସହ ବ୍ରିଜ୍‌ ତଳକୁ ଖସିପଡ଼ିଲେ ବୃଦ୍ଧ, ଆଉ ତା’ ପରେ…

ଥୁଆମୂଳରାମପୁର,୧୩ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅନ୍ତର୍ଗତ ଲୋହରାଜୋର ବ୍ରିଜ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ନିୟନ୍ତ୍ରଣ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସି ପଡ଼ିବାରୁ ଜଣେ ବୃଦ୍ଧଙ୍କର ଘଟଣାସ୍ଥଳରେ ହିଁ…

ବ୍ରିଜ୍‌ରୁ ୩୦ ଫୁଟ ତଳକୁ ଖସିଲା ଟ୍ରକ୍‌, ହେଲ୍ପର ମୃତ, ଗୁରୁତର ହୋଇ ଚାଳକ…

ରାଉରକେଲା,୨ା୨(ସଙ୍ଗୀତା ଜେନା): ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରାଉରକେଲାରୁ କୁଆଁରମୁଣ୍ଡା ଯାଉଥିବା ଏକ ୧୮ଚକିଆ ଟ୍ରକ୍‌ ରବିବାର ବିଳମ୍ବିତ ରାତିରେ ଅଣାୟତ ହୋଇ ଯମୁନା ନାକି ବ୍ରିଜର ପାଚେରି ଭାଙ୍ଗି ୩୦ ଫୁଟ ତଳକୁ ବ୍ରାହ୍ମଣୀ ନଦୀରେ ଖସିପଡ଼ିଛି। ଏଥିରେ ହେଲ୍ପରଙ୍କର…

ଭାଙ୍ଗିଲା ବ୍ରିିଜ୍‌, ଲଟକି ରହିଲା ମାଟି ବୋଝେଇ ହାଇଓ୍ବା

ବାଣପୁର,୨୫ା୧(ଦିଲ୍ଲୀପ କୁମାର ସ୍ବାଇଁ): ଭାଙ୍ଗିଲା ବ୍ରିଜ୍‌, ଫସିଲା ମାଟି ବୋଝେଇ ହାଇଓ୍ବା। ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗମ୍ଭାରୀମୁଣ୍ଡା ରାସ୍ତାରେ ଥିବା ନଛିପୁର ବ୍ରିଜ୍‌ ଭାଙ୍ଗିଲା। ମାଟି ବୋଝେଇ ହାଇଓ୍ବା ଗମ୍ଭାରୀମୁଣ୍ଡାରୁ ବାଣପୁର ଆସୁଥିବା ଥିବା ସମୟରେ ନଛିପୁର ବ୍ରିଜ ଭାଙ୍ଗିଯିବା…

ଠିକ୍‌ ହୋଇଥିଲା ବିବାହ, ବଣ୍ଟା ସରିଥିଲା କାର୍ଡ, ଘଟିଲା ଏମିତି କିଛି…

ବଲାଙ୍ଗୀର,୩ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଶନିବାର ଏକ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ ଦେଉଳଗୁଡ଼ି ଗାଁର ବ୍ୟବସାୟୀ ନଟରାଜ ଥନାପତି।…

ବିନା ନଟ୍‌ ବୋଲ୍ଟରେ ତିଆରି ହୋଇଛି ଏହି ବିଶ୍ୱପ୍ରସିଦ୍ଧ ବ୍ରିଜ୍‌

ଭାରତରେ ଏମିତି ଏକ ବ୍ରିଜ୍‌ ଅଛି, ଯାହାକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ପାର୍‌ ହୁଅନ୍ତି, କିନ୍ତୁ ଏହାର ପ୍ରକୃତ କାହାଣୀ ବହୁତ କମ୍‌ ଲୋକ ଜାଣନ୍ତି। ଏଥିରେ ନା ବୋଲ୍ଟ ଅଛି ନା ନଟ୍‌। ତଥାପି ଏହା ଦଶନ୍ଧି ଦଶନ୍ଧି…

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ ଦୁର୍ଘଟଣାର…

ବ୍ରିଜ୍‌ ତଳକୁ ଖସିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ଦିଗପହଣ୍ଡି,୨୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟରେ ଥିବା ଘୋଡ଼ାହାଡ଼ ନଦୀ ବ୍ରିଜ୍‌ ତଳକୁ ଖସି ଜଣେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପାଟପୁର ଥାନା ସାନଖେମୁଣ୍ଡି ବ୍ଳକ ଧରମପୁର ଗ୍ରାମର…

ସରକାରଙ୍କ ବଡ଼ ନିଷ୍ପତ୍ତି: ତ୍ରିଶୂଳିଆରେ ନିର୍ମାଣ ହେବ…

ଭୁବନେଶ୍ୱର,୨୦ା୯: ଟୁଇନ୍‌ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତ୍ରିଶୂଳିଆରେ ଦ୍ବିତୀୟ ବ୍ରିଜ ନିର୍ମାଣ ହେବ ବୋଲି ବିଧାନସଭାରେ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଏନେଇ ୨୯୭ କୋଟି ଟଙ୍କା ବ୍ୟୟବରାଦ…

ଲଗାଣ ବର୍ଷାରେ ପାଟଣା ଅଞ୍ଚଳ ବେହାଲ: ପୋଲ ଉପରେ ବର୍ଷାଜଳ, ଗମନାଗମନ ବ୍ୟାହତ

ପାଟଣା,୨୬ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀନାଳ ଫୁଲିବା ସହ କେତେକ ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଗମନାଗମନ ପ୍ରବାହିତ ହୋଇଛି। ପାଟଣା ଦେଇ ପ୍ରବାହିତ…

ତେଲ ନଦୀ ପୋଲ ଉପରେ ପ୍ରବାହିତ ହେଲା ବର୍ଷାଜଳ: ଜନଜୀବନ ବେହାଲ

ପାଟଣା,୧୯ା୬(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ଗୁରୁବାର ପ୍ରବାହିତ ହୋଇଛି। ଫଳରେ ସାହାରପଡ଼ା ବ୍ଲକ ଦାମାହୁଦା ଅଞ୍ଚଳରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri