ଲଗାଣ ବର୍ଷାରେ ଭାଙ୍ଗିଲା ପୋଲ ନୂଆପଡ଼ା,୨୫ା୭ (ମକାରୁ ବେମାଲ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକର ଏକ ନାଳ ଉପରେ ଥିବା ପୋଲ ଭାଙ୍ଗିଯାଇଛି। ଫଳରେ ଆଖପାଖର ୧୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ସୂଚନା ଅନୁଯାୟୀ କୋମନା…