ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି
ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ ସମୟର ୧୦ ମାସ ବିତିଯାଇଥିଲେ ମଧ୍ୟ ଏଯାବତ୍ ୫୦ ପ୍ରତିଶତ କାମ ମଧ୍ୟ…

