Tag Archives: bridge

ତେଲ ନଦୀ ପୋଲ ଉପରେ ପ୍ରବାହିତ ହେଲା ବର୍ଷାଜଳ: ଜନଜୀବନ ବେହାଲ

ପାଟଣା,୧୯ା୬(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ଗୁରୁବାର ପ୍ରବାହିତ ହୋଇଛି। ଫଳରେ ସାହାରପଡ଼ା ବ୍ଲକ ଦାମାହୁଦା...

୧୭ ବର୍ଷ ହେଲା ନଦୀ ପାଲଟିଛି ଅଳିଆ ଗଦା, ରୂପ ବଦଳାଇବ ୪୦୦ କୋଟି ଟଙ୍କାର ରିଙ୍ଗ୍‌ରୋଡ୍‌ ପ୍ରକଳ୍ପ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ବ୍ରିଟିଶ ଶାସନ ସମୟରେ ୧୮୮୩ରେ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର ଲୋହରାଖଣ୍ଡି ସେତୁକୁ ୨୦୦୮ ପୂର୍ବରୁ ଭାଙ୍ଗି ସେଠାରେ ଏକ ନୂଆ ସେତୁ ଯୋଜନା ହୋଇଥିଲା। କିନ୍ତୁ ସେତୁର ଛାତକୁ ଭାଙ୍ଗିବା ପରେ ପିଲାରଗୁଡ଼ିକୁ ଭାଙ୍ଗିବା ଯୋଜନା...

ମନ୍ଥର ଗତିରେ ଚାଲିଛି ନିମ୍ନମାନର ବ୍ରିଜ କାମ, ଜଳବନ୍ଦୀ ଆଶଙ୍କାରେ ପୁଣି ୩୫୦ ପରିବାର

ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ବିଜେପୁର ପ୍ରଧାନୀପଡ଼ା ଛକରୁ ସାହାଜପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ କଲ୍ୟାଣୀ ନଦୀରେ ବ୍ରିଜ ନିର୍ମାଣ ୨୦୨୩ରେ ମେ’ ମାସରେ କାମ ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ ନିଖୋଜ ଅଛନ୍ତି। ଗୁରୁବାର ସକାଳେ ମନ୍ଦାକିନୀ ନିଜ ସ୍କୁଟି ଯୋଗେ ଆସି ବ୍ରିଜ୍‌...

ତୃତୀୟ ଥର ପାଇଁ ଭୁଶୁଡ଼ିଲା ଭାଗଲପୁର-ସୁଲତାନଗଞ୍ଜ ବ୍ରିଜ୍‌, ପାଣିରେ ପଡ଼ିଲା ୧୭୧୦ କୋଟି ଟଙ୍କାର ଯୋଜନା

ପାଟ୍‌ନା,୧୭ା୮: ବିହାରରେ ଦୀର୍ଘଦିନ ଧରି ଚର୍ଚ୍ଚାରେ ରହି ଆସିଥିବା ଭାଗଲପୁର-ସୁଲତାନଗଞ୍ଜ ଆଗଓ୍ବାନି ବ୍ରିଜ୍‌ ଭଶୁଡ଼ି ପଡ଼ିଛି।  ଗଙ୍ଗା ନଦୀରେ ନିର୍ମାଣାଧୀନ ୪ ଲେନ୍‌ ବିଶିଷ୍ଟ ଏହି ବ୍ରିଜ୍‌ ଶନିବାର ତୃତୀୟ ଥର ପାଇଁ ଭୁଶୁଡ଼ି ପଡ଼ିଛି। ସୁଲତାନଞ୍ଜରୁ ଆଗଓ୍ବାନି ଘାଟ...

ବର୍ଷାଋତୁରେ ନଦୀବନ୍ଧରେ ପଥର ପ୍ୟାକିଂ

ଯାଜପୁର/ପ୍ରୀତିପୁର,୫ା୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ): ଯାଜପୁର ଜିଲା ବିଞ୍ଝାରପୁର ଜଳସେଚନ ଉପଖଣ୍ଡ ଅନ୍ତର୍ଗତ ଖରସ୍ରୋତା ନଦୀର ଶାଖା ନୂଆମାହାରା ନାଳାର ବାମପାର୍ଶ୍ୱ କୁସୁନପୁରଠାରେ ନଦୀବନ୍ଧର ପଥର ପ୍ୟାକିଂ କାର୍ଯ୍ୟ ବର୍ଷାଋତୁରେ ଚାଲିଛି। ଏଥିପାଇଁ ଜଳସେଚନ ବିଭାଗ ପକ୍ଷରୁ ୨୭ ଲକ୍ଷ ଟଙ୍କା...

ବନ୍ୟାରେ ଭାସିଗଲା ବ୍ରିଜ୍‌, ୧୧ ଲୋକଙ୍କ ମୃତ୍ୟୁ, ୩୦ ନିଖୋଜ

ବେଜିଂ, ୨୦ା୭: ଚାଇନାର ଶାନକ୍ସି ପ୍ରଦେଶରେ ଅଚାନକ ବନ୍ୟା ଆସିଯିବାରୁ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ରାଜପଥର ବ୍ରିଜ ଆଂଶିକ ଭୁଶୁଡି ପଡିବାରୁ ପାଖିପାଖି ୧୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୦ ରୁ ଅଧିକ ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri