ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍ ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସବୁ ଥାନାରେ ସକାଳ ୯ଟା ପୂର୍ବରୁ ପ୍ରତିଦିନ ‘ବ୍ରିଫିଂ…