ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ… ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ ଯୋଗୁ ଇରାନ ପୁନର୍ବାର ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ପ୍ରଣାଳୀ ଦେଇ…