Tag Archives: briten

ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି: ବାର୍ଷିକ ୩୪ ବିଲିୟନ ଡଲାରର ବ୍ୟବସାୟ ବୃଦ୍ଧି ଆଶା

ଲଣ୍ଡନ,୨୪।୭: ଭାରତ ଏବଂ ବ୍ରିଟେନ ଗୁରୁବାର ଏକ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷର କରିଛନ୍ତି, ଯାହା ଦ୍ୱିପାକ୍ଷିକ ବାଣିଜ୍ୟକୁ ବାର୍ଷିକ ୩୪ ବିଲିୟନ ଡଲାର ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ୨୦୨୦ରେ ବ୍ରିଟେନ ଇଉରୋପୀୟ ସଂଘ ଛାଡ଼ିବା…

ନେତାନ୍ୟାହୁ ବାଥରୁମରେ ଲୁଚାଇଥିଲେ ରେକର୍ଡ଼ିଂ ଡିଭାଇସ୍: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୪ା୧୦: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଦାବି କରିଛନ୍ତି ଯେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବ୍ୟବହାର କରିବା ପରେ ତାଙ୍କ ବ୍ୟକ୍ତିଗତ ବାଥରୁମରେ ଏକ ବଗିଙ୍ଗ ଡିଭାଇସ୍(ରେକର୍ଡ଼ିଂ ମେଶିନ) ମିଳିଥିଲା। ବୋରିସ୍ ଜନସନ ତାଙ୍କ ପୁସ୍ତକରେ ଲେଖିଛନ୍ତି ଯେ…

ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍‌ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ

ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିବାବେଳେ ଶୁକ୍ରବାର ଜାତିସଂଘ ସାଧାରଣ ସଭାର ୭୯ତମ ଅଧିବେଶନରେ…

ବ୍ରିଟେନ୍‌ରେ ନୂଆ ସକାଳ: କ୍ଷମତାକୁ ଫେରୁଛି ଲେବର ପାର୍ଟି

ବ୍ରିଟେନ୍‌ରେ ଗୁରୁବାର ସାଧାରଣ ନିର୍ବାଚନ ଚାଲିଥିବାବେଳେ ଦେଶବାସୀ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘଟଣାକ୍ରମର ସାକ୍ଷୀ ହେବାକୁ ଯାଉଛନ୍ତି। ଦୀର୍ଘ ୧୪ ବର୍ଷର ବ୍ୟବଧାନ ପରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ଲେବର ପାର୍ଟି ଐତିହାସିକ ବିଜୟ ଦିଗରେ ଅଗ୍ରସର ହେବା ସହ…

ଆଗାମୀ ନିର୍ବାଚନରେ ବଡ଼ ପରାଜୟ ସାମ୍ନା କରିବେ ଋଷି ସୁନକ! ଓପିନିୟନ୍‌ ପୋଲ୍‌ର ପୂର୍ବାନୁମାନ

ନୂଆଦିଲ୍ଲୀ, ୧୬।୬: ବ୍ରିଟେନରେ ଅନୁଷ୍ଠିତ ହେବାକୁ ଥିବା ଆଗାମୀ ନିର୍ବାଚନରେ ବଡ଼ ପରାଜୟର ସମ୍ମୁଖୀନ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଋଷି ସୁନକ। ଶନିବାର ପ୍ରକାଶ ପାଇଥିବା ତିନି ଓପିନିୟନ ପୋଲର ପୂର୍ବାନୁମାନ ଅନୁଯାୟୀ ଆଗାମୀ ନିର୍ବାଚନରେ ସୁନକଙ୍କ ଦଳ କନ୍‌ଜର୍‌ଭେଟିଭ୍‌ ପାର୍ଟି ଜୁଲାଇ…

ଜାଣିପାରିଲେନି ଆମେରିକା ଏବଂ ବ୍ରିଟେନ; ବିଶାଳ ଗୋଇନ୍ଦା ସୈନ୍ୟ ଗଠନ କରିଦେଲା ଚାଇନା

ନୂଆଦିଲ୍ଲୀ,୩୧।୫: ଚାଇନା ଗତ କିଛି ଦଶନ୍ଧି ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଯଥେଷ୍ଠ ଅଗ୍ରଗତି କରିଛି। ବାଣିଜ୍ୟ କ୍ଷେତରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ ଚାଇନା ଆତ୍ମନିର୍ଭର ହେବା ସହିତ ଆମେରିକା ପରି ମହାଶକ୍ତିକୁ ଟକ୍କର ଦେଉଛି। ଏହାରି ମଧ୍ୟରେ ଚାଇନାର ବିଶାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri