ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି ବାଧାପ୍ରାପ୍ତ ହେବା ସହ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ, ଯାହା ଚାଷୀଙ୍କ...