Tag Archives: brother

ମୋ’ ଭଉଣୀକୁ କେହି ଅପମାନିତ କଲେ ବୁଲିବ ସୁଦର୍ଶନ ଚକ୍ର, ଜାଣନ୍ତୁ କାହିଁକି ଏମିତି କହିଲେ ଭାଇ ତେଜପ୍ରତାପ

ପାଟ୍‌ନା,୧୬ା୧୧: ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଘର ଏବଂ ଦଳ ଛାଡ଼ିବା ବିଷୟରେ ବୟାନ ପରେ ଭାଇ ତେଜପ୍ରତାପ ଯାଦବ ଏବେ ଏକ ବୟାନ ଜାରି କରିଛନ୍ତି। ଯେଉଁଥିରେ ସେ ପ୍ରଚଣ୍ଡ ରାଗିଯାଇଛନ୍ତି। ସେ କହିଛନ୍ତି ଯେ, ଯିଏ…

ନାବାଳିକା ଭଉଣୀଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର

କୁଜଙ୍ଗ, ୧୭।୧୦ (ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳରେ ସମ୍ପର୍କୀୟା ଭଉଣୀଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏନେଇ ପୀଡ଼ିତାଙ୍କ ମା’ ବୁଧବାର ଥାନାରେ ଅଭିଯୋଗ କରିବା ପରେ ଗୁରୁବାର ପୋଲିସ ମାମଲା (ନଂ. ୩୭୮/୨୫ )…

ଯଦି ମୋ ଭଉଣୀ ଦୋଷୀ ତେବେ…, ପୋଲିସ ଆଗରେ କାହିଁକି ଚିତ୍କାର କଲେ ସୋନମଙ୍କ ଭାଇ, କହିଲେ ଏତେ ବଡ଼ କଥା

ଇନ୍ଦୋର,୧୦।୬: ହାଇପ୍ରୋଫାଇଲ ହନିମୁନ ହତ୍ୟା ମାମଲାର ଅଭିଯୁକ୍ତ ସୋନମ ରଘୁବଂଶୀକୁ ପୋଲିସ ପ୍ରାୟ ୪:୧୫ ସମୟରେ ୱାନ ଷ୍ଟପ ସେଣ୍ଟରରେ ରଖିଥିଲା ଏବଂ ଏହାର ଫାଟକରେ ବହୁ ସଂଖ୍ୟକ ପୋଲିସ ମୁତୟନ କରାଯାଇଥିଲା। ସୋନମ ରଘୁବଂଶୀଙ୍କ ଭାଇ ଗୋବିନ୍ଦ ମଧ୍ୟ ସୋମବାର…

ଭଉଣୀଙ୍କୁ ହତ୍ୟା କରିବା ପରେ ଡାକ୍ତରଖାନା ଆଣିଥିଲେ ହତ୍ୟାକାରୀ ଭାଇ, ହେଲେ…

ବଣାଇଁ,୯ା୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନାର ଜିନକଳା ଗ୍ରାମରେ ଏକ ସାଧାରଣ ଘଟଣାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ଛି। ରବିବାର ରାତିରେ ସାନଭାଇ ବିଜୟ ମାହାନ୍ତ ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା ହେଉଥିଲା।  ଏଥିରେ ବିଜୟଙ୍କ ବଡ଼ବାପା ଝିଅ ବଡ଼…

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତର ଲୁଣଚାଟି ଗାଁରେ। ଘଟଣା ଅନୁଯାୟୀ,ଉକ୍ତ ଗ୍ରାମର ଜୟନ୍ତ…

ଗାଧୋଇବା ବେଳେ ନଦୀରେ ବୁଡ଼ିଗଲେ ଭଉଣୀ-ଭାଇ

ନୟାଗଡ଼,୬ା୬(ଲୋକନାଥ ମିଶ୍ର): କୁସୁମୀ ନଦୀରେ ବୁଡ଼ି ଗୁରୁବାର ପୂର୍ବାହ୍ନରେ ଭଉଣୀ ଭାଇଙ୍କ ମୃତ୍ୟୁ ହୋଇଛି। ଏଭଳି ଅଘଟଣ ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ଗାଁରେ ଘଟିଛି। ବାଉଁଶିଆପଡ଼ା ଗାଁର ଦୁତିକୃଷ୍ଣ ସେଠୀଙ୍କ ଝିଅ ପୁଅ ଅନ୍ୟ ଜଣେ ନାବାଳକ ନିକଟସ୍ଥ…

ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ଜୀବନ ଗଲା

ନୟାଗଡ଼,୩୦ା୧୦(ଲୋକନାଥ ମିଶ୍ର): ପୋଖରୀରେ ବୁଡ଼ି ଦୁଇ ନାବାଳକ ଭାଇଙ୍କ ଜୀବନ ଯାଇଛି। ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ପଞ୍ଚାୟତ ଅଭିମାନପୁର ପୋଖରୀରେ ବୁଡ଼ି ସୋମବାର ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ନାବାଳକ ଦାଦା ପୁଅ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri