ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ
ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା ଅନୁସାରେ କନ୍ୟାଙ୍କୁ ମହୁଲ ଗଛ ସହ ବିବାହ କରାଇବା ପାଇଁ ପରିବାର ଓ…
ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ
ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫) ଏବଂ ତାଙ୍କ ଘର ବଡ଼ଗଡ଼ ଥାନା ଅନ୍ତର୍ଗତ ବଖରକଟା ଗ୍ରାମ ବୋଲି ଜଣାପଡ଼ିଛି।…
କୋଦାଳ ଚୋଟରେ ANM ଭାଇବୋହୂଙ୍କ ଜୀବନ ନେଇ ଥାନାରେ ଆତ୍ମସମର୍ପଣ କଲେ ଦେଢ଼ଶୁର
ରାୟଗଡ଼ା/କଲ୍ୟାଣସିଂପୁର,୧୮ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଢ଼ଶୁରଙ୍କ କୋଦାଳ ଚୋଟରେ ANM ଥିବା ଭାଇବୋହୂଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣିସଂପୁର ଥାନା ଅନ୍ତର୍ଗତ ଡେପାଗୁଡ଼ା ଗାଁରେ ଏହି ଘଟଣା ଘଟିଛି। ତେବେ ମୃତ ଭାଇବୋହୂ ହେଲେ ସୁରେନ୍ଦ୍ରୀ ସାରକା(୪୦)। ପୂର୍ବ…
ଶାଳୀଙ୍କୁ ଗାଁ ଦାଣ୍ଡରେ ହାଣିଲେ ଭିଣୋଇ, ବହୁଦିନ ହେବ ଉଭୟଙ୍କ ମଧ୍ୟରେ ଚାଲିଥିଲା…
ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଚଢ଼େୟାପଲ୍ଲୀ ଗ୍ରାମର ବିଜୟାଲକ୍ଷ୍ମୀ ତ୍ରିପାଠୀ (ଆଶା କର୍ମୀ)ଙ୍କୁ ଗୁରୁବାର ସକାଳେ ହତ୍ୟା କରାଯାଇଛ। ଜମିଜମା ବିବାଦରୁ ତାଙ୍କ ଭିଣୋଇ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଭଞ୍ଜନଗର ଏସ୍ଡିପିଓ ସୁଜିତ୍…
Archives


