ଜମିରେ ପାଣି ମଡ଼ାଉଥିଲେ ଶଳା-ଭିଣୋଇ, ଶଟ୍ସର୍କିଟ୍ରେ ଚାଲିଗଲା ଦୁହିଁଙ୍କ ଜୀବନ ଭବାନୀପାଟଣା/କୋକସରା,୧୦ା୭(ଉତ୍ତମ ଦାଶ/ଦୁଷ୍ମନ୍ତ କୁମାର ପାଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ୍ ଆମପାଣି ଥାନା ପୋଡ଼ାଗୁଡ଼ା ଗାଁରେ ଗୁରୁବାର ଏକ ଅଘଟଣ ଘଟିଛି। ଚାଷଜମିରେ ପାଣି ମଡ଼ାଉଥିବା ବେଳେ ବିଦ୍ୟୁତ ଆଘାତରେ ୨ ଚାଷୀଙ୍କ ମୃତ୍ୟୁହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା...