Tag Archives: bsnl

ବର୍ଷେ ହେଲା ନେଟ୍‌ଓ୍ବର୍କ ଅଚଳ: ରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ଦିନେ କି ୨ ଦିନ ନୁହଁ। ଗତ ୧ ବର୍ଷ ଧରି ବିଏସ୍‌ଏନ୍‌ଏଲ୍‌ ମୋବାଇଲ ନେଟଓ୍ବର୍କ ଅଚଳକୁ ନେଇ ଦେଖାଦେଇଛି ଅସନ୍ତୋଷ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ପର୍ତ୍ତମାହା ପଞ୍ଚାୟତରେ ରହିଥିବା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ...

ଚମକାଇଲା BSNL ପ୍ଲାନ, ମାତ୍ର ୨୨୫ ଟଙ୍କାରେ…

ନୂଆଦିଲ୍ଲୀ,୨୮।୯: ସରକାରୀ ଟେଲିକମ କମ୍ପାନୀ BSNL ଆଉ ଏକ ଦମଦାର ରିଚାର୍ଜ ପ୍ଲାନ ଲଞ୍ଚ କରିଛି। ଏହି ଯୋଜନା ୩୦ ଦିନର ଭ୍ୟାଲିଡିଟି ସହିତ ଆସିଥାଏ ଏବଂ ଘରୋଇ କମ୍ପାନୀଗୁଡ଼ିକ ତୁଳନାରେ ପ୍ରାୟ ୪୦% ଶସ୍ତା। ଉପଭୋକ୍ତାମାନେ ଅନେକ ଅତିରିକ୍ତ...

ଏଣିକି ସମସ୍ତ ସରକାରୀ ଅଫିସରେ BSNL ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୯: ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍‌ଓ୍ବର୍କ ବାଧ୍ୟତାମୂଳକ।  ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍‌ ବ୍ୟବହାର ହେବ। BSNL ବ୍ରଡ୍‌ବ୍ୟାଣ୍ଡ୍‌, ଲ୍ୟାଣ୍ଡଲାଇନ୍‌, ଲିଜ ଲାଇନ ସେବା ବ୍ୟବହାର ହେବ।...

କିରିକୁଟିରେ ସପ୍ତାହେ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଅଚଳ: ଉପଭୋକ୍ତା ହଟହଟା

ଦାରିଙ୍ଗବାଡ଼ି,୧୬ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବାରମ୍ବାର ମୋବାଇଲ ସେବା ପୂରା ବନ୍ଦ ହୋଇପଡୁଛି। ଫଳରେ ଉପଭୋକ୍ତାମାନେ ହଟହଟା ହେଉଛନ୍ତି। ଏଭଳି ଦିନେ କି ଦୁଇ ଦିନ ନୁହଁ ଦୀର୍ଘ ସମୟ ଧରି ଅଚଳ ହୋଇପଡୁଥିବା ବେଳେ...

ଦାରିଙ୍ଗବାଡ଼ିର ଅଧିକାଂଶ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ସେବା ଅଚଳ: ଉପଭୋକ୍ତା ହଟହଟା

ଦାରିଙ୍ଗବାଡ଼ି,୨୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଏସ୍‌ଏନ୍‌ଏଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ୧ ବର୍ଷ ଧରି ସିଆଙ୍ଗବାଲି ପଞ୍ଚାୟତରେ ବିଏସ୍‌ଏନ୍‌ଏଲ ମୋବାଇଲ ସେବା ଅଚଳ ହୋଇଥିବା ବେଳେ ସିମନବାଡ଼ି ଏବଂ ଗଦାପୁର ପଞ୍ଚାୟତରେ ପ୍ରାୟ ୧...

୨୦ ଦିନ ହେଲା ବିଏସ୍‌ଏନ୍‌ଏଲ ସେବା ଅଚଳ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍‌ଏନ୍‌ଏଲର ମୋବାଇଲ ନେଟ୍‌ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ ହଇରାଣ ଭୋଗୁଛନ୍ତି। ମୋବାଇଲ ସେବା ଅଚଳ ଯୋଗୁ ଗ୍ରାହକ ସେବାକେନ୍ଦ୍ର ସମେତ...

ଖଜୁରୀପଡ଼ାରେ ଆସୁନାହିଁ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ, ଉପଭୋକ୍ତା ମହଲରେ ଅସନ୍ତୋଷ

ଖଜୁରୀ ପଡା ୨୦।୫ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକରେ ଆସୁନାହିଁ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବର୍କ। ଏହି ବ୍ଲକଟି ଫୁଲବାଣୀ ସହରଠାରୁ ମାତ୍ର ୨୧ କିମି ଦୂରରେ ଅବସ୍ଥିତ। ଯାହାକୁ ନଜରରେ ରଖି ବିଏସ୍‌ଏନ୍‌ଏଲ୍‌ କର୍ତ୍ତୃପକ୍ଷ ତରଫରୁ ବିଦ୍ୟୁତ ବିଭାଗ...

ବଡ଼ ଘୋଷଣା, ଆଜିଠୁ BSNL ବନ୍ଦ କଲା ଇଣ୍ଟରନେଟ୍‌ ସେବା

ନୂଆଦିଲ୍ଲୀ,୧୫।୧:ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଗ୍ରାହକମାନଙ୍କୁ ଏକ ବଡ଼ ଝଟକା ଲାଗିବାକୁ ଯାଉଛି।  ଏହି ସରକାରୀ ଟେଲିକମ କମ୍ପାନୀ ଆଜିଠାରୁ ଏହାର ଗୋଟିଏ ସେବା ବନ୍ଦ କରିବାକୁ ଯାଉଛି। ଯାହା ଲକ୍ଷ ଲକ୍ଷ ଗ୍ରାହକଙ୍କୁ ପ୍ରଭାବିତ କରିବ। ସାରା...

BSNLକୁ ଟକ୍କର ଦେବ ଜିଓ, ଆଣିଲା ୩୪୯ ଟଙ୍କାର ଶସ୍ତା ପ୍ଲାନ୍‌

ନୂଆଦିଲ୍ଲୀ, ୧୩।୦୮: ଦେଶର ସବୁଠାରୁ ବଡ଼ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଏହାର ଗ୍ରାହକଙ୍କ ପାଇଁ ଶସ୍ତା ପ୍ଲାନ୍‌ ଆଣିଛି। ୪୮ କୋଟିରୁ ଅଧିକ ଲୋକ ଜିଓ ସିମ୍‌ର ବ୍ୟବହାର କରୁଛନ୍ତି। କମ୍ପାନୀ ଯେବେଠାରୁ ରିଚାର୍ଜ ପ୍ଲାନ୍‌ ବୃଦ୍ଧି କଲାଣି...

ବିଏସ୍‌ଏନ୍‌ଏଲର ବଡ଼ ଘୋଷଣା, ଆରମ୍ଭ କରିବ ୪ଜି ସେବା

ଭୁବନେଶ୍ୱର,୪।୮(ଅନୁରାଧା ମହାରଣା): ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍‌ ଏବଂ ଭୋଡାଫୋନ ଆଇଡିଆର ଶୁଳ୍କ ବୃଦ୍ଧି ପରେ ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ର ଗ୍ରାହକ ସଂଖ୍ୟା ବୃଦ୍ଧିପାଉଛି। ଅନ୍ୟପଟେ କେନ୍ଦ୍ର ଟେଲିକମ୍‌ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି, ବିଏସ୍‌ଏନ୍‌ଏଲ୍‌ କମ୍ପାନୀର ଘରୋଇ...

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା ପାଇଁ ବିଏସ୍‌ଏନ୍‌ଏଲ୍‌ ଯୋଜନା କରୁଛି । ନିକଟରେ ପ୍ରାଇଭେଟ୍‌ କାମ୍ପାନୀଗୁଡ଼ିକ ରିଚାର୍ଜ ପ୍ଲାନ୍‌ରେ...

୨୦୦ରୁ କମ୍‌ ଟଙ୍କାର ରିଚାର୍ଜରେ ମିଳିବ ୭୦ ଦିନର ଅନ୍‌ଲିମିଟେଡ୍‌ କଲ୍‌

ମୁମ଼୍ବାଇ, ୧୯।୭: ସରକାରୀ ଟେଲିକମ୍‌ ଏଜେନ୍ସି ବିଏସ୍‌ଏନ୍‌ଏଲ୍‌ ଏହାର ଶସ୍ତା ରିଚାର୍ଜ ପ୍ଲାନରେ କୋଟି କୋଟି ମୋବାଇଲ ଫୋନ୍‌ ବ୍ୟବହାରକାରୀଙ୍କୁ ଆଶ଼୍ବସ୍ତି ଦେଇଛି । ଉପଭୋକ୍ତାମାନଙ୍କ ସୁବିଧାକୁ ଧ୍ୟାନରେ ରଖି ବିଏସ୍‌ଏନ୍‌ଏଲ୍‌ ଏହାର ରିଚାର୍ଜ ତାଲିକାରେ ଉଭୟ ସର୍ଟ ଟର୍ମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri