Union Budget 2025: ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଥର ବଜେଟରେ ୧୦ ଦିଗ ପ୍ରତି ବିଶେଷ ଧ୍ୟାନ ନୂଆଦିଲ୍ଲୀ,୧।୨: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ ଟ୍ରାକ…