Union Budget 2025:କିଛି ସମୟ ପରେ ଖୋଲିବ ବଜେଟ୍ ପେଡି: ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଲେ ନିର୍ମଳା ସୀତାରାମନ୍ ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଛନ୍ତି। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଅଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ...