Budget 2026: ସାଧାରଣ ଜନତାଙ୍କୁ କ’ଣ ମିଳିଲା? ଚାଷୀ, ଯୁବପିଢ଼ି ଓ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ୨୦୨୬ ବଜେଟ୍ ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏଥିରେ ନିଆଯାଇଛି। କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ପରିବହନ ଭଳି କ୍ଷେତ୍ରକୁ ଏଥିରେ ପ୍ରାଧାନ୍ୟ ଦିଆଯାଇଛି।…