ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ୨୦୨୬ ବଜେଟ୍ ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏଥିରେ ନିଆଯାଇଛି।…