Budget 2024 Live: ୧୦ ବର୍ଷରେ ୨୫ କୋଟି ଲୋକ ଦାରିଦ୍ର୍ୟରୁ ବାହାରିଛନ୍ତି ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ସେ କହିଛନ୍ତି, ଗତ ୧୦ ବର୍ଷ ମଧ୍ୟରେ ଭାରତୀୟ ଅର୍ଥନୀତିରେ ଅନେକ ସକାରାତ୍ମକ ପରିବର୍ତ୍ତନ ଆସିଛି। ୧୦ ବର୍ଷରେ ୨୫ କୋଟି ଲୋକ ଦାରିଦ୍ର୍ୟରୁ ବାହାରି...