Tag Archives: Union Budget

ଆସିବ ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଆସିବ। ଏହି ବଜେଟ୍‌ ଆସନ୍ତା ୨୩ ତାରିଖରେ ଉପସ୍ଥାପନ କରାଯିବ ବୋଲି ଶନିବାର କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି।...

କେନ୍ଦ୍ର ବଜେଟ୍‌ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍‌-ବଜେଟ୍‌ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର ବଜେଟ୍‌ ୨୦୨୪-୨୫ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ...

Budget 2024 Live: ୧୦ ବର୍ଷରେ ୨୫ କୋଟି ଲୋକ ଦାରିଦ୍ର୍ୟରୁ ବାହାରିଛନ୍ତି

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ସେ କହିଛନ୍ତି, ଗତ ୧୦ ବର୍ଷ ମଧ୍ୟରେ ଭାରତୀୟ ଅର୍ଥନୀତିରେ ଅନେକ ସକାରାତ୍ମକ ପରିବର୍ତ୍ତନ ଆସିଛି। ୧୦ ବର୍ଷରେ ୨୫ କୋଟି ଲୋକ ଦାରିଦ୍ର୍ୟରୁ ବାହାରି...

ଜାନୁଆରୀ ୩୧ରୁ ବଜେଟ ଅଧିବେଶନ ଆରମ୍ଭ, ଉପସ୍ଥାପିତ ହେବ ୧୭ତମ ଲୋକ ସଭାର ଅନ୍ତିମ ବଜେଟ

ନୂଆଦିଲ୍ଲୀ,୧୨।୧: ସଂସଦର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୯ ପର୍ଯ୍ୟନ୍ତ ଚାଲିବ। ଏହା ୧୭ତମ ଲୋକ ସଭାର ଅନ୍ତିମ ବଜେଟ ହେବ। ଏନେଇ ଶୁକ୍ରବାର ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଏହି...

୩୧ ଜାନୁଆରୀରୁ ବଜେଟ ଅଧିବେଶନ, ଫେବୃଆରୀ ୧ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ…

ନୂଆଦିଲ୍ଲୀ,୧୧।୧ : ୨୦୨୪ ବର୍ଷ ପାଇଁ ସଂସଦର ବଜେଟ ଅଧିବେଶନ ଚଳିତ ମାସ ୩୧ରୁ ଆରମ୍ଭ ହେବ। ବଜେଟ ଅଧିବେଶନ ୧୦ ଦିନର ହେବ । ଏହା ୯ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବଜେଟ...

ସାଧାରଣ ବଜେଟ-୨୦୨୧: ନଜରରେ ୫ ପ୍ରମୁଖ କ୍ଷେତ୍ର

ନୂଆଦିଲ୍ଲୀ,୧ା୨: ବଜେଟ ୨୦୨୧ ଅର୍ଥ ବ୍ୟବସ୍ଥା ଲାଗି ଅନେକ ଗୁରୁତ୍ୱ ବହନ କରେ। ପୂର୍ବର ବଜେଟଗୁଡ଼ିକ ତୁଳନାରେ ୨୦୨୧-୨୨ ଆର୍ଥତ୍କ ବର୍ଷର ବଜେଟ ଭିନ୍ନ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପୂର୍ବରୁ କହିସାରିଛନ୍ତି। ଭାରତକୁ ଏକ ପ୍ରମୁଖ ଅଭିବୃଦ୍ଧିଶୀଳ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri