ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ରରେ ବୁଧଙ୍କ ପ୍ରବେଶ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ହୋଇପାରେ। ଏହି…