ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍, ଘରକୁ ଆସିବ ଟଙ୍କା! ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ ଏବଂ ପ୍ରତ୍ୟକ୍ଷ ଉଭୟ ଜୀବନ ଉପରେ ପ୍ରଭାବ ପକାନ୍ତି। ବୁଧଙ୍କ ଚଳନରେ ପରିବର୍ତ୍ତନ…