ଉପରମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ବୁଢ଼ାବଳଙ୍ଗ ଜଳସ୍ତର, ବନ୍ୟା ସ୍ଥିତିକୁ… ବୈଶିଙ୍ଗା,୨୬ା୭(ରତନ ଦାଶ): ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ସହିତ ବୈଶିଙ୍ଗା ଥାନା ଅର୍ନ୍ତଗତ ପାଟଳିପୁରା ପଞ୍ଚାୟତରେ ବୁଢ଼ାବଳଙ୍ଗ ଜଳସ୍ତର ବଢ଼ିଛି। ବନ୍ୟା ପରିସ୍ଥିତିକୁ ଆକଳନ କରି ପ୍ରଶାସନ ପକ୍ଷରୁ...