ନୂଆଦିଲ୍ଲୀ,୧୦।୬: ମଙ୍ଗଳବାର ସକାଳେ ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ରେ ଏକ କୋଠାର ସପ୍ତମ ମହଲାରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ତରବରରେ…